ଜମ୍ମୁ କଶ୍ମୀରରେ ଏନକାଉଣ୍ଟରରେ ୨ ଆତଙ୍କୀ ନିହତ, ସେନା ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଜାରି ରହିଛି ଗୁଳି ବିନିମୟ
ଜମ୍ମୁ କଶ୍ମୀରର ବାରାମୁଲାର ଉରୀରେ ଆତଙ୍କବାଦୀ ଏବଂ ସେନା ମଧ୍ୟରେ ଗୁଳିବିନିମୟ ହୋଇ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଏ ନେଇ ସେନା ଏବଂ ପୋଲିସ କର୍ମଚାରୀ ଏହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଆରମ୍ଭ କରିଛନ୍ତି । ଉରି ଅଞ୍ଚଳର ହାତଲଙ୍ଗାରେ ଏନକାଉଣ୍ଟର ଜାରି ରହିଛି । ଏପଟେ ଅନନ୍ତନାଗରେ…