Browsing Tag

jammu kashmir accident

ଜମ୍ମୁ-କାଶ୍ମୀର କିସ୍ତଓ୍ଵାଡ଼ରେ ବଡ଼ ଧରଣର ସଡ଼କ ଦୁର୍ଘଟଣା: ୩୩ମୃତ, ୨୨ଆହତ

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀର କିସ୍ତଓ୍ଵାଡ଼ରେ ବଡ଼ ଧରଣର ସଡ଼କ ଦୁର୍ଘଟଣା । ଗଭୀର ଖାଇକୁ ଖସିଲା ଯାତ୍ରୀବାହୀ ବସ୍‌ । ଦୁର୍ଘଟଣାରେ ୩୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୨ ଜଣ ଆହତ ହୋଇଛନ୍ତି । ମୃତକଙ୍କ ସଂଖ୍ୟା ବଢିବା ଆଶଙ୍କା କରାଯାଉଛି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।…