ଜମ୍ମୁ କଶ୍ମୀରରେ ବସ୍ ଦୁର୍ଘଟଣା: ୩୬ ମୃତ, ୧୯ ଆହତ
ଜମ୍ମୁ କଶ୍ମୀରର ଡୋଡୋ ଜିଲ୍ଲାରେ ମର୍ମନ୍ତୁଦ ବସ୍ ଦୁର୍ଘଟଣା । ଦୁର୍ଘଟଣାରେ ୩୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୯ ଜଣ ଆହତ ହୋଇଛନ୍ତି । ନିୟନ୍ତ୍ରଣ ହରାଇ ୩୦୦ ଫୁଟ ଗଭୀର ଖାଇ ମଧ୍ୟକୁ ଖସି ପଡିଲା ବସ୍ । ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ । ଘଟଣା ସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି…