ପ୍ରଧାନମନ୍ତ୍ରୀ ମ୍ୟୁଜିୟମ୍ ରାହୁଲ ଗାନ୍ଧିଙ୍କୁ ଲେଖିଲା ପତ୍ର, ନେହେରୁଙ୍କ ଚିଠି ଯଥାଶୀଘ୍ର ଫେରସ୍ତ କର
ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ଏବଂ ଲାଇବ୍ରେରୀ (PMML) ସୋସାଇଟିର ସଦସ୍ୟ ରିଜୱାନ କାଦରୀ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ଏକ ଚିଠି ଲେଖିଛନ୍ତି । ସେ ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଚିଠି ଫେରସ୍ତ କରିବାକୁ ରାହୁଲଙ୍କୁ କହିଛନ୍ତି । PMMLର କହିବା ହେଲା, ଏହା ଐତିହାସିକ…