Browsing Tag

jayaram pangi

ତେଲଙ୍ଗାନା ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ବରିଷ୍ଠ ନେତା ଜୟରାମ ପାଙ୍ଗୀ, ଜୋର ଧରିଲା ଚର୍ଚ୍ଚା

କେନ୍ୟୁଜ୍(ବ୍ୟୁରୋ): କେସିଆର- ଜୟରାମ ପାଙ୍ଗୀ ସାକ୍ଷାତ। ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କୁ ସାକ୍ଷାତ କଲେ ବରିଷ୍ଠ ନେତା ଜୟରାମ ପାଙ୍ଗୀ। ହାଇଦ୍ରାବାଦରେ କେସିଆରଙ୍କ ବାସଭବନରେ ତାଙ୍କୁ ସାକ୍ଷାତ କରିଛନ୍ତି ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ। ପାଙ୍ଗୀ- କେସିଆର…