ଆଜି ଆଇଆଇଟି ଦିଲ୍ଲୀ ପକ୍ଷରୁ ପ୍ରକାଶ ପାଇବ ଜେଇଇ ଆଡଭାନ୍ସ ପରୀକ୍ଷା ଫଳ
ନୂଆଦିଲ୍ଲୀ: ଆଜି ପ୍ରକାଶ ପାଇବ ଜେଇଇ ଆଡଭାନ୍ସ ପରୀକ୍ଷା ଫଳ । ଆଜି ପୂର୍ବାହ୍ନରେ ଆଇଆଇଟି ଦିଲ୍ଲୀ ପକ୍ଷରୁ ଫଳ ପ୍ରକାଶ କରାଯିବ । ପରୀକ୍ଷାର୍ଥୀ ଜେଇଇ ଆଡ୍ଭାନ୍ସ ୱେବ୍ସାଇଟ୍ରୁ ପରୀକ୍ଷା ଫଳ ଜାଣିପାରିବେ । ଦେଶର ବିଭିନ୍ନ ଆଇଆଇଟିରେ ନାମ ଲେଖାଇବା ପାଇଁ ସେପ୍ଟେମ୍ବର ୨୭ ତାରିଖରେ ଜେଇଇ…