Below header
Browsing Tag

Jharkhand Chief Minister

ଝାଡ଼ଖଣ୍ଡରେ ନୂଆ ସରକାର: ସପ୍ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚମ୍ପାଇ ସୋରେନ

ନୂଆଦିଲ୍ଲୀ : ଝାଡ଼ଖଣ୍ଡରେ ନୂଆ ସରକାର । ସପ୍ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଝାଡ଼ଖଣ୍ଡ ଟାଇଗର ଚମ୍ପାଇ ସୋରେନ। ରାଜ ଭବନରେ ଅନୁଷ୍ଟିତ ଉତ୍ସବରେ ରାଜ୍ୟପାଳ ସିପି ରାଧାକୃଷ୍ଣନ୍ ତାଙ୍କୁ ପଦ ଓ ଗୋପନୀୟତାର ସହ ଶପଥପାଠ କରାଇଥିଲେ । ଚମ୍ପାଇଙ୍କ ସମେତ କଂଗ୍ରେସର ଆଲମଗିରି ଆଲମ ଓ RJDରୁ…

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଇଡି ସମନ, ଖଣି ଦୁର୍ନୀତି ମାମଲାରେ କରିବ ଜେରା

ନୂଆଦିଲ୍ଲୀ : ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସ୍କାନରରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ । ରାଜ୍ୟରେ ବେଆଇନ ଖଣି ଖନନ ସହ ମନି ଲଣ୍ଡରିଂ ମାମଲାରେ ତାଙ୍କୁ ଇଡି ସମନ୍ ଜାରି କରିଛି । ରାଞ୍ଚିସ୍ଥିତ ଇଡି କାର୍ଯ୍ୟାଳୟରେ ତାଙ୍କୁ ଗୁରୁବାର ଜେରା କରାଯିବା ନେଇ ସମନ୍ ରେ ନିର୍ଦ୍ଦେଶ…