ସରକାର ଗଠନର ଦାବି ରଖିଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ଜେଏମଏମ୍ ନେତା ହେମନ୍ତ ସୋରେନ ଆଜି ଝାଡ଼ଖଣ୍ଡ ରାଜ୍ୟପାଳ ସନ୍ତୋଷ କୁମାର ଗାଙ୍ଗୱାରଙ୍କୁ ଭେଟି ସରକାର ଗଠନ ପାଇଁ ଦାବି ରଖିଛନ୍ତି । ସେ ନଭେମ୍ବର ୨୮ରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ ।
ଏହାପୂର୍ବରୁ ରାଜ୍ୟରେ ଇଣ୍ଡିଆ ମେଣ୍ଟର ନେତାମାନେ ସର୍ବସମ୍ମତି କ୍ରମେ ହେମନ୍ତ ସୋରେନଙ୍କୁ…