ଡିଆରଡିଏ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି ୫ମ ଜିଲ୍ଲାପରିଷଦର ସପ୍ତମ ସାଧାରଣ ବୈଠକ
ଯାଜପୁର ଟାଉନ (କେନ୍ୟୁଜ୍) : ଯାଜପୁର ୫ମ ଜିଲା ପରିଷଦର ସପ୍ତମ ସାଧାରଣ ବୈଠକ ଡିଆରଡିଏ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପରିଷଦ ଅଧ୍ୟକ୍ଷ ନରେଶ ଚନ୍ଦ୍ର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଜିଲାର ସମସ୍ତ ବିଧାୟକ ଓ ସାଂସଦ ମାନେ ଉପସ୍ଥିତ ରହିଥିଲେ । ଜିଲାର…