କଂଗ୍ରେସରେ ସାମିଲ୍ ହେବେ ପୂର୍ବତନ ମୁଖ୍ୟ ସଚିବ ବିଜୟ ପଟ୍ଟନାୟକ, ନୂଆଦିଲ୍ଲୀରେ ହେବ ମିଶ୍ରଣ ପର୍ବ
(କେନ୍ୟୁଜ): ଆଜି କଂଗ୍ରେସରେ ଯୋଗଦେବେ ପୂର୍ବତନ ମୁଖ୍ୟ ସଚିବ ବିଜୟ ପଟ୍ଟନାୟକ । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍ଗେଙ୍କ ଉପସ୍ଥିତିରେ ଯୋଗଦେବେ । ଆଜି ଅପରାହ୍ଣ ୪ଟା ୩୦ରେ ଦିଲ୍ଲୀ ଏଆଇସିସି କାର୍ଯ୍ୟାଳୟରେ ମିଶ୍ରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଉପସ୍ଥିତ ରହିବେ ଓଡିଶା ପ୍ରଭାରୀ…