ନିଯୁକ୍ତ ହେବେ ୬ ହଜାର ଶିକ୍ଷକ, ହାଇକୋର୍ଟରେ ଜୁନିୟର ଟିଚର ନିଯୁକ୍ତି ମାମଲା
ହାଇକୋର୍ଟରେ ଜୁନିୟର ଟିଚର ନିଯୁକ୍ତି ମାମଲା । ଖାଲି ପଡିଥିବା ୬ ହଜାର ଶିକ୍ଷକ ପଦଵୀରେ ଖୁବଶୀଘ୍ର ନିଯୁକ୍ତି ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ମେରିଟ ଆଧାରରେ ତୁରନ୍ତ ନିଯୁକ୍ତି ପ୍ରଦାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।୨୦ ହଜାର ଶିକ୍ଷକ ନିଯୁକ୍ତି ପାଇଁ ରାଜ୍ୟ ସରକାର କରିଥିଲେ…