ଇସ୍ତଫା ଦେଲେ କାନାଡା ପ୍ରଧାନମନ୍ତ୍ରୀ, ନାଇଟ କ୍ଲବ ବାଉନ୍ସରରୁ ପ୍ରଧାନମନ୍ତ୍ରୀ
ଇସ୍ତଫା ଦେଲେ କାନାଡା ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀ ଏବଂ ଲିବରାଲ ପାର୍ଟିର ନେତା ପଦରୁ ଇସ୍ତଫା ଦେଇଛନ୍ତି ଜଷ୍ଟିନ ଟ୍ରୁଡୋ । ଆଭ୍ୟନ୍ତରୀଣ ଅସନ୍ତୋଷ ଏବଂ ଲିବରାଲ ପାର୍ଟିରେ ଲୋକପ୍ରିୟତା ହରାଇବା କାରଣରୁ ଜଷ୍ଟିନ ଟ୍ରୁଡୋ ଏହି ପଦକ୍ଷେପ ନେବାକୁ ବାଧ୍ୟ ହୋଇଛନ୍ତି । ତେବେ ୨୦୧୫ରୁ…