ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ମା’ ମାଧବୀ ରାଜେଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, ଭେଣ୍ଟିଲେଟରରେ ଚାଲିଛି ଚିକିତ୍ସା
କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ମା’ ତଥା ଦିବଂଗତ ବରିଷ୍ଠ କଂଗ୍ରେସ ନେତା ମାଧବରାଓ ସିନ୍ଧିଆଙ୍କ ପତ୍ନୀ ମାଧବୀ ରାଜେ ସିନ୍ଧିଆଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି । ତାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଲାଇଫ୍ ସପୋର୍ଟିଂ ସିଷ୍ଟମ୍ରେ…