‘କାଦମ୍ବିନୀ ସାହିତ୍ୟ ମହୋତ୍ସବ’ ଓ ‘କାଦମ୍ବିନୀ ପତ୍ରିକାହାଟ’, ମରାଠୀ ସାହିତ୍ୟିକ ଡ. ଜ୍ଞାନେଶ୍ୱର ମୁଳେଙ୍କୁ…
ଭୁବନେଶ୍ୱର : ମାସିକ ପାରିବାରିକ ପତ୍ରିକା ‘କାଦମ୍ବିନୀ’ ପକ୍ଷରୁ ‘କାଦମ୍ବିନୀ ସାହିତ୍ୟ ମହୋତ୍ସବ’ ଓ ‘କାଦମ୍ବିନୀ ପତ୍ରିକାହାଟ’ ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଶିଷ୍ଟ ମରାଠୀ ସାହିତ୍ୟିକ ଡ. ଜ୍ଞାନେଶ୍ୱର ମୁଳେଙ୍କୁ ଚଳିତବର୍ଷର ସମ୍ମାନଜନକ ‘ନୀଳିମାରାଣୀ ସାହିତ୍ୟ…