ମାତ୍ର ୭ ମିନିଟରେ ବନାନ୍ତୁ ଟେଷ୍ଟି କାଜୁ ମାଲପୁଆ, ଖାଇଲେ ମୁଡ୍ ହୋଇଯିବ ଏକଦମ୍ ରିଲାକ୍ସ
ବ୍ରେକଫାଷ୍ଟ ହେଉ ଅବା ଟିଫିନରେ କଣ ପ୍ରସ୍ତୁତ ହେବ, ଏହାକୁ ନେଇ ସବୁବେଳେ ମନରେ ଥାଏ ଚିନ୍ତା। କାହିଁକିନା ପ୍ରତିଦିନ ଏକା ପ୍ରକାର ଖାଦ୍ୟ ଖାଇ ଖାଇ ବୋର ଲାଗିଥାଏ। ତେଣୁ ଆଜି ଆମେ ଆଣିଛୁ ଆପଣଙ୍କ ପାଇଁ ଏକ ନୂଆ ରେସିପି। ଯାହା ସ୍ୱାଦିଷ୍ଟ ସହିତ ସ୍ୱାସ୍ଥ୍ୟକର ମଧ୍ୟ। ଏହାକୁ ବନାଇବା ବି ବହୁତ…