Below header
Browsing Tag

kalabaisakhi rain in odisha

ଭିଜାଇବ ବର୍ଷା: ୧୪ ଯାଏ ରାଜ୍ୟରେ କାଳବୈଶାଖୀ ସମ୍ଭାବନା, ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର(କେନ୍ୟୁଜ) : ଭିଜାଇବ କାଳବୈଶାଖୀ ବର୍ଷା। ଆସନ୍ତା ୫ ଦିନ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ସୂଚନା ଦେଇଛି ପାଣିପାଗ ବିଭାଗ। ଗତ କିଛି ଦିନ ଧରି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ସିଝିବା ପରେ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଗତକାଲି ରାଜ୍ୟରେ ତାପମାତ୍ରା ଅପେକ୍ଷାକୃତ କମ…

କାଳବୈଶାଖୀ ତାଣ୍ଡବ: ବିଭିନ୍ନ ସ୍ଥାନରେ ଘର ଭାଙ୍ଗିବା ସହ ଗଛ ଉପୁଡି ବିଦ୍ୟୁତ୍‌ ସେବା ବାଧାପ୍ରାପ୍ତ, ଆଜି ବି ୬ଟି…

ଭୁବନେଶ୍ୱର(କେନ୍ୟୁଜ): ରାଜ୍ୟରେ ଆଜି ବି ଜାରି ରହିବ କାଳବୈଶାଖୀ ବର୍ଷା। ଘଡଘଡି , ବିଜୁଳି ସହ ଅନବରତ ବର୍ଷା ହେଉଛି। କଟକ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଗଞ୍ଜାମ ଆଦି ୬ ଜିଲ୍ଲାରେ ଜାରିରହିଛି ବର୍ଷା। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଏନେଇ ସୂଚନା…

ବଙ୍ଗୋପସାଗରରୁ ରାଜ୍ୟକୁ ପ୍ରବେଶ କରୁଛି ଜଳୀୟବାଷ୍ପ, ପ୍ରଭାବରେ ଆସନ୍ତା କାଲିଠାରୁ ୩ ଦିନ ଯାଏ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ବର (କେନ୍ୟୁଜ): ଆଜି ଆଭ୍ୟନ୍ତରୀଣ ଓଡିଶାରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା। ବଙ୍ଗୋପସାଗର ମଧ୍ୟରୁ ଦକ୍ଷିଣ ଏବଂ ଦକ୍ଷିଣ ପୂର୍ବ ଦିଗରୁ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଛି ଜଳୀୟବାଷ୍ପ ପୂର୍ଣ୍ଣବାୟୁ। ଏହାର ପ୍ରଭାବରେ ଆସନ୍ତା କାଲିଠାରୁ ୩ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ…

ଆଜି ୧୦ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବା ନେଇ ସତର୍କତା ଜାରି !

ଭୁବନେଶ୍ବର(କେନ୍ୟୁଜ୍): ଆଜି ୧୦ ଜିଲ୍ଲାକୁ କାଳବୈଶାଖୀ ସତର୍କ ସୂଚନା ଜାରି । ୧୦ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଆଜି ଜିଲ୍ଲାର ଗୋଟିଏ କି ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ…

ଆସନ୍ତା ଦୁଇ ଦିନ ଯାଏଁ ଓଡିଶାରେ ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା !

ଭୁବନେଶ୍ୱର (କେନ୍ୟୁଜ) : ଦୁଇ ଦିନ ପ୍ରବଳ ଛେଚିବ ବର୍ଷା। କରୋନା ମହାମାରୀର ଏହି ଲଢ଼େଇ ଭିତରେ ଆସନ୍ତା ଦୁଇ ଦିନ ଆର୍ଥତ ୪୮ ଘଣ୍ଟା ଯାଏଁ କାଳବୈଶାଖୀ ନେଇ ସତର୍କ କରାଇଲା ଭାରତୀୟ ପାଣିପାଗ ବିଭାଗ। ସେହିପରି ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ଦେଶର ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ…

ପୁଣି ଲେଉଟିବ କାଳବୈଶାଖୀ ବର୍ଷା ! ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି

ଭୁବନେଶ୍ବର(କେନ୍ୟୁଜ୍): ପୁଣି ହେବ କାଳବୈଶାଖୀ ବର୍ଷା। ଆସନ୍ତା ୪ ଓ ୫ ତାରିଖରେ ଉତ୍ତର ଓଡ଼ିଶା ସମେତ ଉପକୂଳ ଓ କେନ୍ଦ୍ରୀୟ ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବ। କେତେକ ସ୍ଥାନରେ ବଜ୍ରପାତର ବି ଆଶଙ୍କା ‌ରହିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା…