Browsing Tag

kalabaisakhi

ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୮ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୮ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଆଜି ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ବୌଦ୍ଧ ଓ ମୟୂରଭଞ୍ଜରେ ବିଜୁଳି ଘଡ଼ଘଡ଼ି ସହ କାଳବୈଶାଖୀ ସମ୍ଭାବନା…

ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଦୁଇ ଦିନ ଧରି ପ୍ରବଳ ବର୍ଷା ସମ୍ଭାବନା ! ୯ଟି…

ଭୁବନେଶ୍ବର: ଆସନ୍ତା ୮ରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରର ପୂର୍ବରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ୧୦ ତାରିଖ ଆଡ଼କୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସହ ଓଡ଼ିଶାକୁ ପ୍ରବେଶ କରିବ ମୌସୁମୀ। ଆଞ୍ଚଳିକ ପାଣିପାଗ ବିଜ୍ଞ‌ାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ…

ଆସନ୍ତାକାଲି ବଡ଼ ଧରଣର କାଳବୈଶାଖୀ ସମ୍ଭାବନା! ବିଜୁଳି ଓ ଘଡ଼ଘଡ଼ି ସହ ହେବ ପ୍ରବଳ ବର୍ଷା

ଭୁବନେଶ୍ବର: ଆସନ୍ତାକାଲି ବଡ଼ ଧରଣର କାଳବୈଶାଖୀ ହେବାର ସମ୍ଭାବନା ରହିଛି । ୫୦ରୁ ୬୦କିମି ବେଗରେ ପବନ ବହିବା ସହିତ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବ। କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ବି ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୪ ଜିଲ୍ଲାକୁ ଅରେଞ୍ଜ…

ଆଉ କିଛି ସମୟ ପରେ ୧୬ଟି ଜିଲ୍ଲାକୁ ମାଡ଼ି ପାରେ କାଳବୈଶାଖୀ

ଭୁବନେଶ୍ୱର (କେ ନ୍ୟୁଜ୍‌) : ଆଜି ସଂଧ୍ୟା ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି । ସୁନ୍ଦରଗଡ଼, ସମ୍ବଲପୁର, ନୂଆପଡ଼ା, ଦେବଗଡ଼ର ଗୋଟିଏ ଦୁଇଟି ସ୍ଥାନରେ ଏବଂ ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, କେନ୍ଦୁଝର, ଅନୁଗୁଳ, କଟକ,…

ଦିନ ପାଲଟିଲା ରାତି, ରାଜ୍ୟର କିଛି ଜିଲ୍ଲାରେ କାଳବୈଶାଖୀର ତାଣ୍ଡବ

ଭୁବନେଶ୍ୱର (କେ ନ୍ୟୁଜ୍‌) : ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆଜି ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ଏଭଳି କଳା ମେଘ ଘୋଟି ଆସିଥିଲା ଯେ ପୂର୍ବାହ୍ନରେ ରାତିର ଭ୍ରମ ସୃଷ୍ଟି ହୋଇଥିଲା । କେନ୍ଦୁଝରରେ କଳା ବାଦଲ ମାଡ଼ି ଆସି ଚାରିଆଡ଼େ ଅନ୍ଧାର ହୋଇ…

ଭୁବନେଶ୍ୱର ସମେତ ରାଜ୍ୟର କିଛି ଜିଲ୍ଲାରେ କାଳବୈଶାଖୀର ତାଣ୍ଡବ, ବିଦ୍ୟୁତ୍‌ ସେବା ବ୍ୟାହତ

ଭୁବନେଶ୍ୱର (କେ ନ୍ୟୁଜ୍‌) : ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର କିଛି ଜିଲ୍ଲାରେ କାଳବୈଶାଖୀ ତାଣ୍ଡବ ରଚିଛି । ଜୋରରେ ପବନ ବହିବା ସହ ବର୍ଷା ହୋଇଛି । ତେଣୁ ଭୁବନେଶ୍ୱର ଓ ଅନ୍ୟ କେତେକ ସ୍ଥାନରେ ଗଛ ଉପୁଡ଼ିଥିବା ବେଳେ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଛି । ବାଲେଶ୍ୱର, କଟକ, ଖୋର୍ଦ୍ଧାରେ…

ଉତ୍ତରପ୍ରଦେଶରେ କାଳବୈଶାଖୀର ତାଣ୍ଡବ, ୧୯ ମୃତ ଓ ୪୮ ଆହତ

ଉତ୍ତର ପ୍ରଦେଶରେ କାଳବୈଶାଖୀର ତାଣ୍ଡବ। ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ଏବଂ ବିଜୁଳି କାରଣରୁ ୧୯ ଲୋକଙ୍କର ମୃତ୍ୟୁ ହୋଇଛି। ଏଥିସହିତ ୪୮ ଜଣ ଲୋକ ଆହତ ହୋଇଛନ୍ତି। ଗତକାଲି ରାତିରେ ସହରର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବା କାରଣରୁ ଗଛ ଗୁଡିକ ଉପୁଡି ପଡିବା ସହିତ ଘର କାନ୍ଥ ଖସି ପଡିଛି।…

ନବରଙ୍ଗପୁରରେ କାଳବୈଶାଖୀର ପ୍ରଭାବ, ରଜାମାଟୁ ଓ ଲୋହରାକାନି ଗାଁରେ ବ୍ୟାପକ କ୍ଷୟକ୍ଷତି

ନବରଙ୍ଗପୁର(କେନ୍ୟୁଜ୍) : କେଉଁଠି ତାତି ତ କେଉଁଠି ଝଡ। କାଳବୈଶାଖୀ ପ୍ରଭାବରେ ନବରଙ୍ଗପୁର ପାପଡ଼ାହାଣ୍ଡି ବ୍ଲକ୍‌ର ରଜାମାଟୁ ଓ ଲୋହରାକାନି ଗାଁରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗାଁର ଅନେକ ଘରର ଆଜବେଷ୍ଟ ଓ ଚାଳ ଘରର ଛପର ଉଡ଼ି ଯିବା ସହ ବହୁ ଗଛ ଉପୁଡ଼ି ପଡ଼ିଛି ।

ଉତ୍ତର ଓ ଦକ୍ଷିଣରେ ବର୍ଷା, ଜଳୁଛି ଭୁବନେଶ୍ୱର ସମେତ ପଶ୍ଚିମ ଓଡ଼ିଶା

ଭୁବନେଶ୍ୱର (କେ ନ୍ୟୁଜ୍‌) : ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷା । ଏପଟେ ଜଳୁଛି ଭୁବନେଶ୍ୱର ଓ କଟକ ସମେତ ଆଭ୍ୟନ୍ତରୀଣ ଓଡ଼ିଶା । ଆଜି ସକାଳୁ କୋରାପୁଟ, ଜୟପୁର ଆଦି ଅଞ୍ଚଳରେ ବର୍ଷା ହୋଇଥିବା ବେଳେ ସନ୍ଧ୍ୟାରେ ବାଲେଶ୍ୱରରେ ଅଳ୍ପ କିଛି ସମୟ ପାଇଁ ଭଲ ବର୍ଷା ହୋଇଛି । ଫଳରେ ତାତି ଓ…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୧ଟି ଜିଲ୍ଲାକୁ କାଳବୈଶାଖୀ ଆଶଙ୍କା

ଭୁବନେଶ୍ବର (କେନ୍ୟୁଜ୍) : ଓଡିଶା ଦେଇ ଆସାମରୁ ଦକ୍ଷିଣ ଛତିଶଗଡ ପର୍ଯ୍ୟନ୍ତ ଜାରି ରହିଥିବା ଟ୍ରଫଲାଇନ ଯୋଗୁଁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ କାଳବୈଶାଖୀ ହେବାର ଆଶଙ୍କା ଖୋର୍ଦ୍ଧା, ପୁରୀ, ଢ଼େଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି,…