ନୂଆଖାଇରେ କାଳିଆ ରିଟର୍ଣ୍ଣସ୍, ୩୭ ଲକ୍ଷ ଚାଷୀ ପରିବାରର ବ୍ୟାଙ୍କ ଆକାଉଣ୍ଟକୁ ଗଲା ୭୪୩ କୋଟି ଟଙ୍କା
କେନ୍ୟୁଜ୍(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୩୭,୧୨,୯୧୪ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ପରିବାରଙ୍କୁ ରବି ଫସଲ ପାଇଁ କାଳିଆ ଯୋଜନାରେ ୭୪୨.୫୮ କୋଟି ଟଙ୍କା ସହାୟତା ପ୍ରଦାନ କରିଛନ୍ତି । ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟରେ ୨୦୦୦ ଟଙ୍କା ଲେଖାଏ ଜମା କରାଯାଇଛି ।…