Browsing Tag

kallakurichi tamil nadu

ଶଙ୍କରାପୁରମରେ ବାଣ ଦୋକାନରେ ଭୟାବହ ଅଗ୍ନିକାଣ୍ଡ: ୬ ମୃତ, ୧୨ ଗୁରୁତର

ତାମିଲନାଡୁର କଲ୍ଲାକୁରିଚି ଜିଲ୍ଲାର ଶଙ୍କରାପୁରମରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ବାଣ ହୋଲ୍‌ସେଲ୍ ଦୋକାନରେ ନିଆଁ ଲାଗିଯିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଦୋକାନର ମାଲିକ ଓ ତାଙ୍କର କର୍ମଚାରୀ ଥିବା ଜଣାପଡ଼ିଛି। ଏହାଛଡା ଏଥିରେ ୧୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି।…