Browsing Tag

kalyan singh

୮୯ ବର୍ଷ ବୟସରେ ଆଖି ବୁଜିଲେ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂହ

କେନ୍ୟୁଜ୍(ବ୍ୟୁରୋ):  ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଜସ୍ଥାନର ପୂର୍ବତନ ରାଜ୍ୟପାଳ କଲ୍ୟାଣ ସିଂହଙ୍କର ୮୯ ବର୍ଷ ବୟସରେ ଦେହାନ୍ତ ହୋଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ଜୁଲାଇ ୪ ରେ ଲକ୍ଷ୍ନୌର ସଞ୍ଜୟ ଗାନ୍ଧୀ ମେଡିକାଲ କଲେଜରେ ଇଣ୍ଟେନ୍ସିଭ୍ କେୟାର ୟୁନିଟ୍ (ଆଇସିୟୁ)ରେ …