ପୁଣି ଚର୍ଚ୍ଚାରେ କମଲ ହାସନ, ମିଳିଲା ବେଷ୍ଟ ସିଙ୍ଗର ଆଓ୍ଵାର୍ଡ
ଗତ ବର୍ଷ ଫିଲ୍ମ ବିକ୍ରମରୁ ଦମଦାର କମ୍ ବ୍ୟାକ୍ କରିଥିବା କମଲ ହାସନ ପୁଣି ଚର୍ଚ୍ଚାରେ ଅଛନ୍ତି । ଭାରତୀୟ ସିନେମାରେ ଭିନ୍ନ ପରିଚୟ ସୃଷ୍ଟି କରିଥିବା କମଲ ହାସନଙ୍କୁ କୌଣସି ପୁରଷ୍କାର ମିଳିବା ସାଧାରଣ କଥା । ତାଙ୍କର ଅଭିନୟର ଟ୍ୟାଲେଣ୍ଟ ପାଇଁ ସେ ଘରେ ଘରେ ପରିଚିତ । କିନ୍ତୁ ଏଥର ତାଙ୍କୁ…