କନ୍ଧମାଳ ସଂସଦୀୟ କ୍ଷେତ୍ରରେ ସାଂସଦ ଡ. ଅଚ୍ୟୁତ ସାମନ୍ତଙ୍କ ସମୀକ୍ଷା, ଅନେକ ନୂତନ ପ୍ରକଳ୍ପର କଲେ ଶିଳାନ୍ୟାସ
କନ୍ଧମାଳ(କେନ୍ୟୁଜ୍): କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତଙ୍କ ସଂସଦୀୟ କ୍ଷେତ୍ର ସମୀକ୍ଷା କାର୍ଯ୍ୟକ୍ରମର ତୃତୀୟ ଦିବସରେ ଆଜି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ କରିଥିଲେ। ଏହଛଡ଼ା ଶ୍ରୀ ସାମନ୍ତ ଅନେକ ନୂତନ ପ୍ରକଳ୍ପର ଶିଳାନ୍ୟାସ ମଧ୍ୟ…