କନ୍ଧମାଳରେ ଆରମ୍ଭ ହେଲା ଲକ୍ଷ୍ମୀ ବସ୍ ସେବା, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
କନ୍ଧମାଳ (କେନ୍ୟୁଜ) : ଆଉ ୫ ଜିଲ୍ଲାରେ ଗଡ଼ିଲା ଲକ୍ଷ୍ମୀ ବସ୍ । ସୁବର୍ଣ୍ଣପୁର, କଟକ, ଝାରସୁଗୁଡା, କନ୍ଧମାଳ ଓ ସମ୍ବଲପୁର ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । ଆଜିର ଶୁଭାରମ୍ଭ ପରେ ୫ଟି ଜିଲ୍ଲାର ୭୦୦ଟି ପଞ୍ଚାୟତରେ ୨୦୫ଟି ଲକ୍ଷ୍ମୀ ବସ୍ ଗଡ଼ିଛି। କନ୍ଧମାଳରେ…