Below header
Browsing Tag

karita purnima

କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଲୋକାରଣ୍ୟ ଶ୍ରୀକ୍ଷେତ୍ର, ରତ୍ନସିଂହାସନରେ ସୁନାବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ(କେନ୍ୟୁଜ୍) : କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଲୋକାରଣ୍ୟ ଶ୍ରୀକ୍ଷେତ୍ର । ପୁରୀରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି । ଆଜି ରତ୍ନସିଂହାସନରେ ସୁନାବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ । ବିଶ୍ୱାସ ରହିଛି, ପଞ୍ଚୁକ ବ୍ରତର ଶେଷ ଦିନରେ ଶ୍ରୀଜିଉଙ୍କୁ ଦର୍ଶନ କଲେ କୋଟି ଜନ୍ମର…