Below header
Browsing Tag

Karnataka politics

କର୍ଣ୍ଣାଟକରେ ୧୭ ବିଧାୟକ ଅଯୋଗ୍ୟ ରହିବେ ହେଲେ ନିର୍ବାଚନ ଲଢ଼ିପାରିବେ, କଟକଣାକୁ ଉଠାଇଲେ ସୁପ୍ରିମକୋର୍ଟ

କେନ୍ୟୁଜ୍(ବ୍ୟୁରୋ): କର୍ଣ୍ଣାଟକର ୧୭ ଅଯୋଗ୍ୟ ବିଧାୟକ ମାମଲାରେ ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟଙ୍କ ଖଣ୍ଡପୀଠ। ବିଧାନସଭା ବାଚସ୍ପତିଙ୍କ ଦ୍ୱାରା ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା ନିଷ୍ପତ୍ତିକୁ କାଏମ ରଖିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ଡିସେମ୍ବର ୫ତାରିଖରେ ହେବାକୁ ଥିବା ଉପନିର୍ବାଚନରେ ଏମାନେ…