Browsing Tag

kartika masa panchuka

ଆଜି ପଞ୍ଚୁକର ଦ୍ବିତୀୟ ଦିନ, ଚନ୍ଦ୍ରଚୂଡ଼ ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର

ଆଠଗଡ଼: ପୁଣ୍ୟ ଓ ଧର୍ମର ମାସ କାର୍ତ୍ତିକ ମାସର ଆଜି ହେଉଛି ଦ୍ବିତୀୟ ଦିନ ପଞ୍ଚୁକ । ଓଡିଶାର ଅନ୍ୟତମ ପ୍ରସିଦ୍ଧ ଶୈବପୀଠ ଧବଳେଶ୍ବରରେ ଗତକାଲି ଠାରୁ ଆରମ୍ଭ ହୋଇଛି ପଞ୍ଚକ ବ୍ରତ ଓ ବଡ ଓଷା ପର୍ବ । ଏହି ଉପଲକ୍ଷେ ଚଳଚଞ୍ଚଳ ହୋଇ ଉଠିଛି ଧବଳେଶ୍ବର ପୀଠ ।  ଆଜି ପାଳନ ହେଉଛି ପଞ୍ଚୁକର ଦ୍ବିତୀୟ…

ନଭେମ୍ବର ୨ରୁ ପଞ୍ଚକ, କାର୍ତ୍ତିକ ପଞ୍ଚୁକରେ ପୁରୀ ଶ୍ରୀମନ୍ଦିରରେ ହେବ ଲକ୍ଷାଧିକ ଭକ୍ତଙ୍କ ଭିଡ଼

ପୁରୀ: ନଭେମ୍ବର ୨ରୁ ପଞ୍ଚୁକ। କାର୍ତ୍ତିକ ପଞ୍ଚୁକରେ ପୁରୀ ଶ୍ରୀମନ୍ଦିରରେ ହେବ ଲକ୍ଷାଧିକ ଭକ୍ତଙ୍କ ଭିଡ଼। ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି ଶ୍ରୀମନ୍ଦିର ପ୍ରଶାସନ । ଏନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପୁରୀ ଜିଲ୍ଲାପାଳଙ୍କ…

ପଞ୍ଚୁକ ପାଇଁ ଲୋକାରଣ୍ୟ ଶ୍ରୀକ୍ଷେତ୍ର: ଦ୍ବିତୀୟ ଦିନରେ ବାଙ୍କଚୂଡ଼ା ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ : ଆଜି ପଞ୍ଚୁକ ବ୍ରତର ଦ୍ବିତୀୟ ଦିନ ।  ଲୋକାରଣ୍ୟ ଶ୍ରୀକ୍ଷେତ୍ର ।  ବାଙ୍କଚୂଡ଼ା ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ  ।  ସକାଳୁ ସକାଳୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଗହଳି । ଅବକାଶ ନୀତି ଶେଷ ହେବାପରେ ପାଳିଆ ମେକାପ,ଖୁଣ୍ଟିଆ,ଚାଙ୍ଗଡା ମେକାପ ଓ ପୁଷ୍ପାଳକ…

ଆଜିଠୁ ପବିତ୍ର ପଞ୍ଚୁକ, ଏକାଦଶୀ ତିଥିରେ ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ : ଆଜିଠୁ ପବିତ୍ର ପଞ୍ଚୁକ। ଚଳିତବର୍ଷ ୫ଦିନ ପରିବର୍ତ୍ତେ ୪ଦିନ ହେବ ପଞ୍ଚୁକ ବ୍ରତ ।  ଆଜି ପ୍ରଥମ ଦିନ ଏକାଦଶୀ ତିଥିରେ ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ । କାଲି ବାଙ୍କଚୂଡ଼ା ବେଶ, ୧୪ରେ ଡାଳିକିଆ ବା ତ୍ରିବିକ୍ରମ ବେଶ ହେବ। ୧୫ ତାରିଖ ତଥା ପବିତ୍ର କାର୍ତ୍ତିକ…

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ଅସମ୍ଭବ ଭିଡ, ବଦଳିଲା ଧ୍ଵଜା ବନ୍ଧା ନୀତି ସମୟ

ପୁରୀ: ରାତି ପାହିଲେ ପଞ୍ଚୁକ । ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଭିଡ଼ । ପଞ୍ଚୁକରେ ମହାପ୍ରଭୁଙ୍କର ସ୍ଵତନ୍ତ୍ର ବେଶ ହେବ । କାଲି ପ୍ରଥମ ଦିନରେ ଲକ୍ଷ୍ମୀନାରାୟଣ ବେଶ କରାଯିବ । ୧୩ରେ ବାଙ୍କଚୂଡ଼ା ବେଶ, ୧୪ରେ ଡାଳିକିଆ ବା ତ୍ରିବିକ୍ରମ ବେଶ । ୧୫ ତାରିଖ ତଥା ପବିତ୍ର କାର୍ତ୍ତିକ…

ଚଳିତ ବର୍ଷ ୪ ଦିନ ପଞ୍ଚୁକ ପାଳିବେ ବ୍ରତଧାରୀ, ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରସ୍ତୁତି

ପୁରୀ : ଆସନ୍ତା ୧୨ ତାରିଖଠାରୁ ଆରମ୍ଭ ହେଉଛି ପଞ୍ଚୁକ । ଚଳିତ ବର୍ଷ ୫ ଦିନ ନୁହେଁ ୪ ଦିନ ପାଳନ ହେବ ପଞ୍ଚୁକ ବ୍ରତ । ଚତୁର୍ଦ୍ଦଶୀ କ୍ଷୟ ରହୁଥିବାରୁ ମହାପ୍ରଭୁଙ୍କ ୪ଟି ବେଶର ଦର୍ଶନର ସୁଯୋଗ ମିଳିବ । ତିଥି କ୍ଷୟ ଯୋଗୁଁ ଚତୁର୍ଦ୍ଧଶୀରେ ଲକ୍ଷ୍ମୀ ନୃସିଂହ ବେଶ ଦର୍ଶନରୁ ବଞ୍ଚିତ ହେବେ ଭକ୍ତ…

କାହିଁକି ପାଳନ କରନ୍ତି ପଞ୍ଚୁକ? କାର୍ତ୍ତିକ ମାସର ଶେଷ ପାଞ୍ଚ ଦିନକୁ ଜାଣନ୍ତୁ କାହିଁକି ପାଳନ୍ତି ଲୋକେ

ପଞ୍ଚକ ବା ପଞ୍ଚୁକ ଓଡ଼ିଶାରେ ପାଳିତ ଏକ ହିନ୍ଦୁ ପର୍ବ । ଗୁରୁବାର ଅର୍ଥାତ୍‌ ଆଜି ଠାରୁ ଆରମ୍ଭ ହୋଇଛି ପଞ୍ଚୁକ ବ୍ରତ । କାର୍ତ୍ତିକ ମାସର ଶେଷ ପାଞ୍ଚ ଦିନ ଅର୍ଥାତ୍ କାର୍ତ୍ତିକ ଶୁକ୍ଲ ଏକାଦଶୀଠାରୁ ପୂର୍ଣ୍ଣିମା ପାଳନ କରାଯାଏ । ଏହା ମହା ପଞ୍ଚକ, ବଳ ପଞ୍ଚକ ବା ଭୀଷ୍ମ ପଞ୍ଚକ ଭାବେ ବେଶ…

ଆଜି ପଞ୍ଚୁକର ଦ୍ବିତୀୟ ଦିନ: ଶ୍ରୀମନ୍ଦିରରେ ବାଙ୍କଚୁଡ଼ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ(କେନ୍ୟୁଜ୍): ଆଜି କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ଦ୍ଵାଦଶୀ ତିଥି ତଥା ପଞ୍ଚୁକର ଦ୍ବିତୀୟ ଦିନ। ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ମହାପ୍ରଭୁ ଅତ୍ୟନ୍ତ ଚିତାକର୍ଷକ ବାଙ୍କଚୁଡ଼ ବେଶ ଅନୁଷ୍ଠିତ ହୋଇଛି । ଯେତେବେଳେ ଅକ୍ରୁର ଗୋପପୁରକୁ ଯାଇଥିଲେ ଶ୍ରୀକୃଷ୍ଣ ଓ ବଳରାମଙ୍କୁ ମଥୁରାକୁ…

ଆଜିଠୁ ଶ୍ରୀମନ୍ଦିରରେ ପଞ୍ଚୁକ ନୀତି ଆରମ୍ଭ, ପାଞ୍ଚ ଦିନ ଧରି ଭିନ୍ନ ଭିନ୍ନ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ

ପୁରୀ(କେନ୍ୟୁଜ୍): ଆଜିଠୁ ଶ୍ରୀମନ୍ଦିରରେ ପଞ୍ଚୁକ ନୀତି ଆରମ୍ଭ। ପାଞ୍ଚ ଦିନ ଧରି ଭିନ୍ନ ଭିନ୍ନ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ। ପ୍ରଥମ ଦିନ ହରି ଉତ୍ଥାପନ ଏକାଦଶୀରେ ମହାପ୍ରଭୁ ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଉଛନ୍ତି। ଶ୍ରଦ୍ଧାଳୁମାନେ ମର୍ଚ୍ଚିକୋଟ ଛକ ଠାରୁ ଅସ୍ଥାୟୀ…

ଆଜି ରାତି ୧୧ଟା ଯାଏ ଖୋଲା ଶ୍ରୀମନ୍ଦିର, ଲଷ୍ମୀନୃସିଂହ ବେଶରେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ଭକ୍ତ

ପୁରୀ(କେନ୍ଯୁଜ୍): ଆଜି ରାତି ୧୧ଟା ଯାଏ ଖୋଲା ରହିବ ଶ୍ରୀମନ୍ଦିର । ପବିତ୍ର ପଞ୍ଚକ ପାଇଁ ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ପଞ୍ଚକରେ ବିଭିନ୍ନ ବେଶ ଧାରଣ କରୁଛନ୍ତ ମହାପ୍ରଭୁ ।  ଶ୍ରୀଜିଉଙ୍କ ବେଶ ଦେଖିବାକୁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଜମୁଛି। ଏହାକୁ…

ଆଜି ପବିତ୍ର କାର୍ତ୍ତିକ ଶୁକ୍ଲ ଏକାଦଶୀ: ପଞ୍ଚୁକର ଦ୍ୱିତୀୟ ଦିନ, ବାଙ୍କଚୁଡ଼ା ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ

ପୁରୀ(କେନ୍ଯୁଜ୍): ଆଜି ପବିତ୍ର କାର୍ତ୍ତିକ ଶୁକ୍ଲ ଏକାଦଶୀ। ପଞ୍ଚୁକର ଦ୍ୱିତୀୟ ଦିନ। ଏହି ପାଞ୍ଚ ଦିନ ମହାପ୍ରଭୁ ଗୋଟିଏ ଗୋଟିଏ ବେଶରେ ଦର୍ଶନ ଦେଉଥିବାବେଳେ ଆଜି ମହାପ୍ରଭୁ ବାଙ୍କଚୁଡ଼ା ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ଅବକାଶ ନୀତି ପରେ ସେବାୟତମାନେ ମହାପ୍ରଭୁଙ୍କୁ ଏହି ବେଶରେ ଭୂଷିତ…

ଆଜିଠୁ କାର୍ତ୍ତିକ ମାସର ପଞ୍ଚକ ବ୍ରତ ଆରମ୍ଭ: ଶ୍ରୀକ୍ଷେତ୍ରରେ ଦର୍ଶନ ବନ୍ଦ, ଧବଳେଶ୍ୱରଙ୍କ ପୀଠରେ ୧୪୪ ଧାରା ଜାରି

ପୁରୀ/ଆଠଗଡ(କେନ୍ଯୁଜ୍): ଆଜିଠାରୁ କାର୍ତ୍ତିକ ମାସର ପଞ୍ଚକବ୍ରତ ଆରମ୍ଭ ହୋଇଛି | ଏହି ପାଞ୍ଚ ଦିନରେ ମହାପ୍ରଭୁଙ୍କୁ ଭିନ୍ନ ଭିନ୍ନ ବେଶରେ ସଜିତ କରାଯାଇଥାଏ | ଆଜି ପଞ୍ଚକ ବ୍ରତର ପ୍ରଥମ ଦିନ ବଡଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ଠିଆକିଆ ବେଶ ବା ଲଷ୍ମୀନାରାୟଣ ବେଶରେ ସଜ୍ଜିତ କରାଯାଇଛି |…