Below header
Browsing Tag

kartika monday

ଆଜି କାର୍ତ୍ତିକ ମାସର ଦ୍ୱିତୀୟ ସୋମବାର ସହିତ ସଂକ୍ରାନ୍ତି, ବିଭିନ୍ନ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ

ଆଠଗଡ(କେନ୍ୟୁଜ୍): ଆଜି କାର୍ତ୍ତିକ ମାସର ଦ୍ୱିତୀୟ ସୋମବାର । ଆଜି ଦିନରେ ସଂକ୍ରାନ୍ତି ପଡିଥିବାରୁ ଆଠଗଡ଼ର ପ୍ରସିଦ୍ଧ ବାବା ଧବଳେଶ୍ୱରଙ୍କ ଦର୍ଶନ ପାଇଁ ଭିଡ଼ ଜମିଛି । ପୀଠରେ କାର୍ତ୍ତିକ ବ୍ରତ ପାଳୁଛନ୍ତି ବ୍ରତଧାରୀ ଓ ଶ୍ରଦ୍ଧାଳୁ । ରାତି ୪ଟାରେ ପହଡ ଖୋଲିବା ପରେ ୧୦୮ ଗରା କଳସ ପବିତ୍ର…

ଆଜି କାର୍ତ୍ତିକ ମାସର ତୃତୀୟ ସୋମବାର, କୋଭିଡ୍ କଟକଣା ପାଇଁ ବିଭିନ୍ନ ପ୍ରସିଦ୍ଧ ଶୈବପୀଠରେ ୧୪୪ ଧାରା ଜାରି

କେନ୍ଯୁଜ୍: ଆଜି କାର୍ତ୍ତିକ ମାସର ତୃତୀୟ ସୋମବାର । ହେଲେ ଚଳିତବର୍ଷ ମଧ୍ୟ ଧବଳେଶ୍ୱରଙ୍କ ପୀଠରେ ମହାଦେବଙ୍କୁ ଦର୍ଶନ କରିପାରୁନାହାଁନ୍ତି ଭକ୍ତ । ଖାଁ ଖାଁ ହୋଇଛି ପୀଠ । କଟକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱରଙ୍କ ପୀଠରେ ତୃତୀୟ ସୋମବାର ପାଇଁ ୧୪୪ ଧାରା ଜାରି କରିଛି ଆଠଗଡ଼…

ଆଜି କାର୍ତ୍ତିକ ମାସର ଦ୍ୱିତୀୟ ସୋମବାର: ଖାଁ ଖାଁ ପୀଠ, କଟକଣା ଯୋଗୁ ମହାଦେବଙ୍କୁ ଦର୍ଶନ କରିପାରୁନାହାଁନ୍ତି ଭକ୍ତ

ଆଠଗଡ(କେନ୍ଯୁଜ୍): ଆଜି କାର୍ତ୍ତିକ ମାସର ଦ୍ୱିତୀୟ ସୋମବାର । ହେଲେ ଚଳିତବର୍ଷ ମଧ୍ୟ ଧବଳେଶ୍ୱରଙ୍କ ପୀଠରେ ମହାଦେବଙ୍କୁ ଦର୍ଶନ କରିପାରୁନାହାଁନ୍ତି ଭକ୍ତ । ଖାଁ ଖାଁ ହୋଇଛି ପୀଠ । କଟକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱରଙ୍କ ପୀଠରେ ଦ୍ୱିତୀୟ ସୋମବାର ପାଇଁ ୧୪୪ ଧାରା ଜାରି କରିଛି…

ଆଜି ପବିତ୍ର କାର୍ତ୍ତିକ ମାସ ସୋମବାର, କୋଭିଡ କଟକଣା ଯୋଗୁ ସିଂହଦ୍ୱାର ସମ୍ମୁଖରେ ରହି ପତିତପାବନଙ୍କ ଦର୍ଶନ କରି…

ପୁରୀ: ଆଜି ପବିତ୍ର କାର୍ତ୍ତିକ ମାସର ସୋମବାର । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୂଙ୍କ ସମସ୍ତ ନୀତି ଆଜି ଭୋରୁ ଆରମ୍ଭ ହୋଇଛି ।ଭୋର ୫ଟାରେ ସିଂହଦ୍ୱାର ଫିଟିବା ପରେ ମହାପ୍ରଭୂଙ୍କ ମଙ୍ଗଳ ଆଳତି କରାଯାଇଥିଲା । କୋଭିଡ କଟକଣା ଯୋଗୁ ସିଂହଦ୍ୱାର ସମ୍ମୁଖରେ ରହି ପତିତପାବନଙ୍କ ଦର୍ଶନ…

ଆଜି ହେଉଛି କାର୍ତ୍ତିକ ମାସର ଦ୍ୱିତୀୟ ସୋମବାର, ଖାଁ ଖାଁ ହୋଇପଡିଛି ରାଜ୍ୟର ପ୍ରମୁଖ ଶୈବପୀଠ

କଟକ: ଆଜି ହେଉଛି କାର୍ତ୍ତିକ ମାସର ଦ୍ୱିତୀୟ ସୋମବାର। ବିଶ୍ୱାସ ରହିଛି କାର୍ତ୍ତିକ ମାସ ସୋମବାରରେ ଦେବଦେବ ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୂଣ୍ୟ ମିଳିଥାଏ। କିନ୍ତୁ କରୋନା କଟକଣା ଯୋଗୁଁ ଖାଁ ଖାଁ ହୋଇପଡିଛି ରାଜ୍ୟର ପ୍ରମୁଖ ଶୈବପୀଠ। କଟକ ଜିଲ୍ଲାର ପ୍ରମୁଖ ଶୈବପୀଠ ବାବା…