ରାମମନ୍ଦିର ଦାନଅର୍ଥ ଚୋରି ପରେ ବଦ୍ରି-କେଦାରନାଥ ମନ୍ଦିର ସମିତି ଜାରି କଲା ନୂଆ ନିର୍ଦ୍ଦେଶ
ଉତ୍ତରାଖଣ୍ଡ : ରାମ ମନ୍ଦିରରେ ଦାନଅର୍ଥ ଚୋରି ମାମଲା ପରେ ଶ୍ରୀ ବଦ୍ରିନାଥ ଏବଂ କେଦାରନାଥ ମନ୍ଦିର ସମିତି ନିଜ ଅଧିନରେ ଥିବା ସମସ୍ତ ମନ୍ଦିରକୁ ହେଉଥିବା ଦାନ, ଅର୍ପଣ ଏବଂ ରାଜସ୍ବ ସମ୍ବନ୍ଧୀ ସମସ୍ତ ପ୍ରବନ୍ଧନ ପାଇଁ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି । ଏହି ନିର୍ଦ୍ଦେଶରେ ଦାନ, ଅର୍ପଣ…