ପିଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ୧ ନଂ ର ୫୫ ତମ ବାର୍ଷିକ ଉତ୍ସବ, ଯୋଗଦେଲେ ଖୋର୍ଦ୍ଧା ଜିଲ୍ଲାପାଳ ଓ କେଭି ଭୁବନେଶ୍ୱର…
ଭୁବନେଶ୍ୱର : ଭୁବନେଶ୍ୱର ୟୁନିଟ ୯ ସ୍ଥିତ ପିଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ୧ ନଂ ର ୫୫ ତମ ବାର୍ଷିକ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରଣା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥିଭାବେ କେନ୍ଦ୍ରୀୟ ବିଦ୍ୟାଳୟ ଭୁବନେଶ୍ୱର…