କେନ୍ଦୁଝର: ଯୁଦ୍ଧ ଶାନ୍ତି ପାଇଁ ଚକରିଆଶୁଣୀ ପୀଠରେ ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଠିତ
କେନ୍ଦୁଝର (କେନ୍ୟୁଜ): ସମ୍ପ୍ରତି ୟୁକ୍ରେନ୍ ଓ ଋଷ ମଧ୍ୟରେ ଚାଲିଥିବା ଯୁଦ୍ଧର ଶାନ୍ତିପୂର୍ଣ୍ଣ ଅବସାନ ଲକ୍ଷ୍ୟରେ କେନ୍ଦୁଝର ଜିଲ୍ଲା ହାଟଡିହୀ ବ୍ଲକ ଧନୁର୍ଜୟ ନାରାୟଣପୁର ଶାସନର ପ୍ରତ୍ୟକ୍ଷ ଦେବୀ ଚକରିଆଶୁଣୀ ପୀଠରେ ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହେଉଛି । ଫେବୃଆରୀ ୨୮ ତାରିଖରୁ…