ଟ୍ରେନ ଧକ୍କାରେ କଟିଲା ଯୁବକଙ୍କ ଗୋଡ଼, ପାଞ୍ଚଦିନ ଧରି ଘରୁ ଥିଲେ ନିଖୋଜ
କଳାହାଣ୍ଡି ( କେନ୍ୟୁଜ) : କଳାହାଣ୍ଡି ଜିଲା କେସିଙ୍ଗା ରେଳ ଷ୍ଟେସନ ନିକଟରେ ଏକ ଯାତ୍ରୀବାହୀ ଟ୍ରେନ ଧକ୍କାରେ ସୋମବାର ମଧ୍ୟାହ୍ନରେ ଜଣେ ଯୁବକଙ୍କ ଗୋଡ଼ କଟିଯାଇଛି । ଯୁବକଙ୍କ ନାମ ରାଜେନ୍ଦ୍ର ବିହାରୀ (୩୨) ହୋଇଥିବାବେଳେ ସେ ଜୁନାଗଡ଼ ଥାନା ଅନ୍ତର୍ଗତ ଚିଚୈଗୁଡ଼ା ଗ୍ରାମର ବୋଲି ଜଣାପଡିଛି…