ଭିଜିଲାନ୍ସ ଜାଲରେ ଏଆରଆଇ, ଦୁଇଟି ସ୍ଥାନରେ ଚାଲିଛି ରେଡ୍
ଖୋର୍ଦ୍ଧା : ଭିଜିଲାନ୍ସ ଜାଲରେ ଏଆରଆଇ । ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଖୋର୍ଦ୍ଧା ଜିଲ୍ଲା ସୋରଣ ରାଜସ୍ୱ ସର୍କଲର ଏଆରଆଇ କୈଳାସ ଚନ୍ଦ୍ର ବେହେରାଙ୍କୁ ଧରିଲା ଭିଜିଲାନ୍ସ। ଭୂମିହୀନ ଗରିବ ଲୋକଙ୍କୁ ଜାଗା ପ୍ରଦାନ ପାଇଁ ଲାଞ୍ଚ ନେଉଥିଲେ କୈଳାସ ।
ବସୁନ୍ଧରା ଯୋଜନାରେ ଜାଗା ପ୍ରଦାନ…