Below header
Browsing Tag

Kidnapping of minors

ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲା: ଦୋଷୀକୁ ୨୫ ବର୍ଷ ସଶ୍ରମ କାରାଦଣ୍ଡ ସହ ୨୨ ହଜାର ଟଙ୍କା ଜରିମାନା

ଫୁଲବାଣୀ (କେନ୍ୟୁଜ): ଏକ ନାବାଳିକା ଶିଶୁ ଅପହରଣ ଓ ଦୁଷ୍କର୍ମ ମାମଲାର ବିଚାର କରି ମାନ୍ୟବର ପକସୋ କୋର୍ଟ ଅଭିଯୁକ୍ତ ଗଣେଶ ବେହେରା ଦଳେଇକୁ ୨୫ ବର୍ଷ ସଶ୍ରମ କାରାଦଣ୍ଡ ସହ ୨୨ ହଜାର ଟଙ୍କା ଜରିମାନା। ଜରିମାନା ଅନାଦେୟ ଅଧିକ ଏକବର୍ଷ ଛଅ ମାସ ଜେଲ ଦଣ୍ଡ। ରାୟ ଶୁଣାଇଲେ ବିଚାରପତି ସଂଜିତ…