ଦ୍ୱାଦଶ ଏସୀୟ ଇନ୍ଡୋର ଆଥଲେଟିକ୍ସ ଚାମ୍ପିୟନସିପରେ KIIT କୁ ୩ ପଦକ
ଫେବ୍ରୁଆରୀ ୬ ରୁ ୮ ତାରିଖ ପର୍ଯ୍ୟନ୍ତ ଚୀନ୍ର ତିଆନଜିନଠାରେ ଅନୁଷ୍ଠିତ ଦ୍ୱାଦଶ ଏସୀୟ ଇନଡୋର ଆଥଲେଟିକ୍ସ ଚାମ୍ପିୟନସିପ୍ ୨୦୨୬ରେ କିଟ୍ ବିଶ୍ୱବିଦ୍ୟାଳୟର ଖେଳାଳିମାନେ ଚମତ୍କାର ପ୍ରଦର୍ଶନ କରିଛନ୍ତି । ଏହି ଚାମ୍ପିୟନସିପରେ କିଟ୍ର ଖେଳାଳିମାନେ ଗୋଟିଏ ସ୍ୱର୍ଣ୍ଣ, ଗୋଟିଏ ରୌପ୍ୟ ଓ…