କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ
ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍ ଓ କିସ୍ ର ୨ହଜାରରୁ ଅଧିକ କର୍ମଚାରୀ ସାମିଲ ହୋଇ ଯୋଗାଭ୍ୟାସ କରିଥିଲେ । କିଟ୍ ଓ କିସ୍ ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତ ଏଥିରେ ସାମିଲ ହୋଇ ଯୋଗର ମହତ୍ବ ସଂପର୍କରେ…