ବିଧାନସଭାରେ କିସ୍ ଓ କିଟ୍ ବିଶ୍ୱବିଦ୍ୟାଳୟ ପ୍ରସଙ୍ଗ, ଗୁଣାତ୍ମକ ଶିକ୍ଷା ନେଇ କଂଗ୍ରେସ ବିଧାୟକ ତାରା ପ୍ରସାଦ…
ବିଧାନସଭାରେ କିସ୍ ଓ କିଟ୍ ବିଶ୍ୱବିଦ୍ୟାଳୟକୁ ପ୍ରଶଂସା। ଇନଷ୍ଟିଚ୍ୟୁଟ ଅଫ ଏମିନେନ୍ସ ମାନ୍ୟତା ପାଇବା ପରେ କଂଗ୍ରେସ ବିଧାୟକ ପ୍ରଶଂସାରେ ପୋତିଛନ୍ତି କିଟ୍ ଓ କିସ୍ ବିଶ୍ୱବିଦ୍ୟାଳୟକୁ। ଆଜି ବିଧାନସଭାରେ ପ୍ରାଥମିକ ଶିକ୍ଷା ବିପର୍ଯ୍ୟସ୍ତ ଉପରେ ଆସିଥିବା ମୁଲତବୀ ପ୍ରସ୍ତାବ ଆଲୋଚନା…