ଢେଙ୍କାନାଳ: ଜଙ୍ଗଲୀ ହାତୀ ଆକ୍ରମଣରେ ଗଲା ଜଣଙ୍କ ଜୀବନ, ଏପଟେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଆଖି ବୁଜିଲା ଦନ୍ତା
ଢେଙ୍କାନାଳ(କେନ୍ୟୁଜ୍): ଢେଙ୍କାନାଳ ହିନ୍ଦୋଳ ଅଞ୍ଚଳରେ ଆଜି ସକାଳୁ ସକାଳୁ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଗୋଟିଏ ପଟରେ ଜଙ୍ଗଲୀ ହାତୀ ଆକ୍ରମଣରେ କର୍ଣ୍ଣପୁର ଠାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ, ଅନ୍ୟପଟରେ ଅସରଡା ଜଙ୍ଗଲରେ ଜଙ୍ଗଲୀ ଜନ୍ତୁ ଶିକାର ପାଇଁ ବିଛା…