Browsing Tag

killed woman

ବିଚ୍‌ ରାସ୍ତାରେ ମହିଳାଙ୍କୁ ହାଣିଦେଲେ ଦୁର୍ବୃତ୍ତ, କାରଣ ଅସ୍ପଷ୍ଟ

ଉଦଳା (କେନ୍ୟୁଜ): ବିଚ୍‌ ରାସ୍ତାରେ ମହିଳାଙ୍କୁ ହାଣିଲେ ଦୁର୍ବୃତ୍ତ । ଗୁରୁତର ଅବସ୍ଥାରେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ନାମ ପଦ୍ମିନୀ ପ୍ରଧାନ ବୋଲି ଜଣାପଡିଛି । ମୟୁରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଜୁନପାଳ ଗାଁରେ ଘଟିଛି ଏହି ଘଟଣା । ଖବର ଅନୁଯାୟୀ, ମଙ୍ଗଳବାର ଦିନ କୁନପାଳ…