ରାଗିଗଲେ ଉତ୍ତର କୋରିଆ ଶାସକ କିମ୍ ଜୋଙ୍ଗ୍ ଉନ୍ଙ୍କ ଭଉଣୀ, ଦକ୍ଷିଣ କୋରିଆ ସହ ସମ୍ପର୍କ ଛିନ୍ନ କରିବାକୁ ଦେଲେ ଧମକ
ସ୍ୱାସ୍ଥ୍ୟଗତ କାରଣକୁ ନେଇ କିଛି ଦିନ ହେବ ଚର୍ଚ୍ଚାରେ ଥିଲେ ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍। ଅନ୍ତର୍ଜାତୀୟ ଗଣମାଧ୍ୟମରେ ଏନେଇ ଖବର ପ୍ରସାରଣ ହେବା ପରେ କିମ୍ଙ୍କ ଭଉଣୀ ଶାସନ ଭାର ସମ୍ଭାଳିବେ ବୋଲି ଚର୍ଚ୍ଚା ହୋଇଥିଲା। ତେବେ କିମ୍ ଭଲ ହୋଇ ଆସିବା ପରେ ସମସ୍ତ କଳ୍ପନାଜଳ୍ପନାର…