Browsing Tag

kishore mohanty death

ଚାଲିଗଲେ କିଶୋର… ଦେଇଗଲେ ଦୁଃଖ, ରାଜ୍ୟପାଳଙ୍କ ସମେତ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ ଶୋକ

କେନ୍ୟୁଜ୍(ବ୍ୟୁରୋ): ପୂର୍ବତନ ବାଚସ୍ପତି ତଥା ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତିଙ୍କ ବିୟୋଗରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଶୋକ ବ୍ୟକ୍ତ କରିଛନ୍ତି। ଜଣେ ରାଜନେତା ଓ ବିଧାୟକ ଭାବେ ସେ ସ୍ମରଣୀୟ ହୋଇ ରହିବେ ବୋଲି କହିଛନ୍ତି ରାଜ୍ୟପାଳ । ଏହା ସହ ଅମର ଆତ୍ମାର ସଦ୍‌ଗତି କାମନା…

ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କର ଅକାଳ ବିୟୋଗ

ଝାରସୁଗୁଡ଼ା (କେନ୍ୟୁଜ୍‌) : ଅଚାନକ ଚାଲିଗଲେ ପୂର୍ବତନ ବାଚସ୍ପତି ତଥା ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି । ହୃଦଘାତରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ହୋଇଥିଲା । ସେ ଝାରସୁଗୁଡ଼ାରୁ ତିନି ଥର ବିଧାୟକ ଥିଲେ । ଆଜି ସନ୍ଧ୍ୟାରେ ତାଙ୍କୁ ହୃଦଘାତ ହୋଇଥିଲା ଏବଂ…