ଓଲିଉଡ କଳାକାରଙ୍କ ସହ ହୋଲି ଖେଳିଲେ କିସ୍ ଛାତ୍ରଛାତ୍ରୀ
ଭୁବନେଶ୍ୱର(କେନ୍ୟୁଜ୍): ଭୁବନେଶ୍ବର କିସ୍ ଠାରେ ହୋଲି ଉତ୍ସବ ଧୁମଧାମରେ ପାଳିତ ହୋଇଛି । ଏଥିପାଇଁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ନାହିଁ ନଥିବା ଉତ୍ସାହ ଦେଖା ଯାଇଥିଲା । କିସ୍ ଛାତ୍ରଛାତ୍ରୀମାନେ ବିଶିଷ୍ଟ ଓଡ଼ିଆ ସିନେ ତାରକା, ସାହିତ୍ୟିକ, କଳାକାର, ବ୍ୟଙ୍ଗକାର, ବୁଦ୍ଧିଜୀବୀ, ସମାଲୋଚକ,…