Browsing Tag

kiss

+୨ ବିଜ୍ଞାନ ଓ ବାଣିଜ୍ୟରେ ପରୀକ୍ଷାରେ କିସ୍‍ର ଶତ ପ୍ରତିଶତ ସଫଳତା, ବିଜ୍ଞାନରେ ମୀନାକ୍ଷୀ ମଲ୍ଲିକ ଓ ବାଣିଜ୍ଯରେ…

ଭୁବନେଶ୍ୱର (କେନ୍ୟୁଜ): +୨ ବିଜ୍ଞାନ ଓ ବାଣିଜ୍ୟରେ କିସ୍‌ର ଶତ ପ୍ରତିଶତ ସଫଳତା। କନ୍ଧମାଳ ଝିଅ ମୀନାକ୍ଷୀ ସ୍କୁଲ୍‌ ଟପ୍ପର। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ +୨ ବିଜ୍ଞାନ ବାଣିଜ୍ୟ ପରୀକ୍ଷାରେ ଭୁବନେଶ୍ୱର କିସ୍‌ ଛାତ୍ରଛାତ୍ରୀମାନେ ଶତ ପ୍ରତିଶତ ସଫଳତା ହାସଲ କରିଛନ୍ତି।…

କିସ୍‌ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପାଇଁ ବିଜୟ ଉତ୍ସବ, ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ୩୦ ହଜାର ଛାତ୍ରଛାତ୍ରୀ

ଭୁବନେଶ୍ବର(କେନ୍ୟୁଜ୍):  ଦେଶର ପଞ୍ଚଦଶ ରାଷ୍ଟ୍ରପ୍ରତି ଭାବେ ଓଡ଼ିଶା ମାଟିର ଗର୍ବ ଓ ଗୌରବ ଦ୍ରୌପଦୀ ମୁର୍ମୁ ନିର୍ବାଚିତ ହେବା ପରେ ବିଶ୍ଵର ସର୍ବବୃହତ ଜନଜାତି ଶିକ୍ଷାନୁଷ୍ଠାନ କିସ୍ ପକ୍ଷରୁ ବିଜୟ ଉତ୍ସବ ପାଳନ କରାଯାଇଛି। ସୋମବାର ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କିସ୍‌ର ୩୦ ହଜାର…

କିସ୍‌ରେ ନିଯୁକ୍ତି ପାଇଲେ ୨୫୦ ଶିକ୍ଷକ ଶିକ୍ଷୟିତ୍ରୀ: ନିଯୁକ୍ତିପତ୍ର ପ୍ରଦାନ କଲେ ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ…

କେନ୍ୟୁଜ୍(ବ୍ୟୁରୋ):କିସ୍‌ରେ ନିଯୁକ୍ତି ପାଇଲେ ୨୫୦ ଶିକ୍ଷକ ଶିକ୍ଷୟିତ୍ରୀ। ଆଜି ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ନବନିଯୁକ୍ତ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତ ନିଯୁକ୍ତିପତ୍ର ପ୍ରଦାନ କରିଥିଲେ । ଏହି ଶିକ୍ଷକ ଶିକ୍ଷୟିତ୍ରୀମାନେ…

ସନ୍ତରଣର ବିକାଶ ନେଇ କିସ୍‌ ଓ ଗ୍ଲେନ୍‌ମାର୍କ ଫାଉଣ୍ଡେସନ୍‌ ମଧ୍ୟରେ ବୁଝାମଣା: ଓଡ଼ିଶାରୁ ବାହାରିବେ ବିଶ୍ୱସ୍ତରୀୟ…

କେନ୍ୟୁଜ୍(ବ୍ୟୁରୋ):  ଓଡ଼ିଶାରୁ ବାହାରିବେ ବିଶ୍ୱସ୍ତରୀୟ ସନ୍ତରଣକାରୀ। ସନ୍ତରଣର ବିକାଶ ନେଇ କିସ୍‌ ଓ ଗ୍ଲେନ୍‌ମାର୍କ ଫାଉଣ୍ଡେସନ୍‌ ମଧ୍ୟରେ ବୁଝାମଣା। ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟ ସନ୍ତରଣ ପ୍ରତିଯୋଗିତା ନିମନ୍ତେ ତୃଣମୂଳସ୍ତରରୁ ସନ୍ତରଣକାରୀ ପ୍ରସ୍ତୁତ କରିବା ଉଦ୍ଦେଶ୍ୟରେ…

କିସ୍‌ ଶ୍ରୀବାଣୀକ୍ଷେତ୍ରରେ ମହାସମାରୋହରେ ସଂପନ୍ନ ହେଲା ସୁନାବେଶ, ଶ୍ରୀଜିଉଙ୍କ ରାଜ ରାଜେଶ୍ୱର ବେଶ ଦେଖିଲେ ଭକ୍ତ

ଭୁବନେଶ୍ୱର (କେନ୍ୟୁଜ): ପ୍ରତିବର୍ଷ ପରି ଚଳିତ ବର୍ଷ କିସ୍ ପରିସରସ୍ଥ ଶ୍ରୀବାଣୀକ୍ଷେତ୍ର ମନ୍ଦିର ପ୍ରାଙ୍ଗଣରେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର ଓ ମାଆ ଶୁଭଦ୍ରାଙ୍କ ସୁନାବେଶ ସୁରୁଖୁରୁରେ ସଂପନ୍ନ ହୋଇଯାଇଛି। ଏଠାରେ ତିନିଠାକୁରଙ୍କ ବାହୁଡ଼ା ଯାତ୍ରା ମଧ୍ୟ ମହାଆଡ଼ମ୍ବରରେ ସଂପନ୍ନ ହୋଇଥିଲା।…

କିସ୍ ଶ୍ରୀବାଣୀକ୍ଷେତ୍ରକୁ ବାହୁଡ଼ିଲେ ମହାପ୍ରଭୁ, ଗୁଣ୍ଡିଚା ମନ୍ଦିରରୁ ରଥ ଭିଡି ଜଗନ୍ନାଥ ମନ୍ଦିରରେ ଲଗାଇଲେ ଭକ୍ତ

ଭୁବନେଶ୍ୱର(କେନ୍ୟୁଜ୍): ଦୀର୍ଘ ନବଦିନ ଯାତ୍ରା ସାରି ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ଓ ମାଆ ସୁଭଦ୍ରା ବାହୁଡ଼ାରେ ଶ୍ରୀବାଣୀକ୍ଷେତ୍ରକୁ ବାହୁଡ଼ିଛନ୍ତି। ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା ଆଡ଼ମ୍ବରପୂର୍ଣ୍ଣ ଭାବେ ଶେଷ ହୋଇଛି। ପୂର୍ବାହ୍ନରେ ମଙ୍ଗଳ ଆରତୀ, ମଇଲମ, ତଡ଼ପଲାଗି, ରୋଷ ହୋମ, ଅବକାଶ,…

କିସ୍‌ରେ ମାଟ୍ରିକ୍ ଫଳାଫଳ ଶତ ପ୍ରତିଶତ, ଜ୍ୟୋତ୍ସ୍ନା କିଷାନ ସର୍ବାଧିକ ନମ୍ବର ରଖି ସ୍କୁଲ୍‍ ଟପ୍ପର

ଭୁବନେଶ୍ୱର (କେନ୍ୟୁଜ): ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଥିବା ବେଳେ ଏଥିରେ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନ୍‌ସେସ୍ (କିସ୍‌)ର ଫଳାଫଳ ଶତ ପ୍ରତିଶତ ହୋଇଛି । ସ୍କୁଲ୍‍ର ୧୦୨୫ ଛାତ୍ରଛାତ୍ରୀ ୬୦ପ୍ରତିଶତରୁ…

କିସ୍ ଶ୍ରୀବାଣୀକ୍ଷେତ୍ରରେ ମହାଆଡ଼ମ୍ବରରେ ପାଳିତ ହେଲା ରଥଯାତ୍ରା, ଶହ ଶହ ଭକ୍ତ ରଥକୁ ଟାଣି ଗୁଣ୍ଡିଚା ମନ୍ଦିର ଯାଏ…

ଭୁବନେଶ୍ବର(କେନ୍ୟୁଜ୍):  ଶ୍ରୀବାଣୀକ୍ଷେତ୍ରରେ ରଥଯାତ୍ରା ମହାଆଡ଼ମ୍ବରରେ ପାଳିତ ହୋଇଛି । ୪ଟା ବେଳେ ଛେରା ପହଁରା ନୀତି ଅନୁଷ୍ଠିତ ହୋଇଥିଲା । ଅପରାହ୍ନ ୪ଟା ୩୦ମିନିଟ୍‍ ସମୟରେ ରଥଟଣା ଆରମ୍ଭ ହୋଇଥିଲା । ଶ୍ରୀବାଣୀ କ୍ଷେତ୍ରରେ ମହାପ୍ରଭୁ ଶ୍ରୀ ବଳଭଦ୍ର ଓ ଶ୍ରୀ ଜଗନ୍ନାଥଙ୍କ ରଥଙ୍କୁ…

ଖେଲୋ ଇଣ୍ଡିଆ ପ୍ରତିଯୋଗିତାରେ କିସ୍‌ ଛାତ୍ରୀ ମୀନା ସାନ୍ତାଙ୍କ ସଫଳତା, ହାସଲ କଲେ ସ୍ୱର୍ଣ୍ଣ ପଦକ

ଭୁବନେଶ୍ୱର(କେନ୍ୟୁଜ): ଖେଲୋ ଇଣ୍ଡିଆ ପ୍ରତିଯୋଗିତାରେ କିସ୍‌ ଛାତ୍ରୀଙ୍କ ସଫଳତା । କିସ୍‌ ଛାତ୍ରୀ ମୀନା ସାନ୍ତା ହିମାଚଳ ପ୍ରଦେଶରେ ହୋଇଥିବା ଖେଲୋ ଇଣ୍ଡିଆ ଜାତୀୟ ଭାରତ୍ତୋଳନ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି । ମୀନା ୧୭ ବର୍ଷରୁ କମ ବିଭାଗରେ ୫୫ କ୍ୟାଟୋଗୋରୀରେ ୧୪୫ କେଜି…

ଗୁଜରାଟରେ ହେବ ୩୮ତମ ସବ୍‌ ଜୁନିଅର ଜାତୀୟ ସ୍ୱିମିଂ ଚାମ୍ପିଅନସିପ୍‌: ଭାଗ ନେବେ କିସ୍ ଛାତ୍ର କାହ୍ନୁ ସୋରେନ୍‌ ଓ…

କେନ୍ୟୁଜ୍(ବ୍ୟୁରୋ): ଆସନ୍ତା ୨୪ରୁ ୨୬ ତାରିଖ ମଧ୍ୟରେ ଗୁଜରାଟର ରାଜକୋଟଠାରେ ଅନୁଷ୍ଠିତ ହେବାକୁ ଥିବା ୩୮ତମ ସବ୍‌ ଜୁନିଅର ଜାତୀୟ ସ୍ୱିମିଂ ଚାମ୍ପିଅନସିପ୍‌ରେ ଭାଗ ନେବା ପାଇଁ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସୋସିଆଲ୍‌ ସାଇନ୍‌ସ -କିସର ୨ ସନ୍ତରଣକାରୀ ମନୋନୀତ ହୋଇଛନ୍ତି। କିସ ଛାତ୍ର…

ଭବାନୀପାଟଣା ବାଦିଲିଠାରେ ୫୦ କୋଟି ଟଙ୍କା ବ୍ୟୟରେ କିସ୍‌ର ନୂଆ ଶାଖା, ଆସନ୍ତାକାଲି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

କଳାହାଣ୍ଡି(କେନ୍ୟୁଜ୍): କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଅନ୍ତର୍ଗତ ବାଦିଲିଠାରେ ୫୦ କୋଟି ଟଙ୍କା ବ୍ୟୟରେ ନିର୍ମିତ କିସ୍‌ର ନୂତନ ଶାଖାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ଉଦ୍‌ଘାଟନ କରିବେ । ଏହି କାର୍ଯ୍ୟକ୍ରମରେ କଳାହାଣ୍ଡି ସାଂସଦ ବସନ୍ତ କୁମାର ପଣ୍ଡା, ରାଜ୍ୟସଭା ସାଂସଦ…

କିସରେ ଭାରତୀୟ ମହିଳା ଭଲିବଲ୍‍ ଦଳକୁ ସମ୍ବର୍ଦ୍ଧନା,ଦଳ ଆଜି ଥାଇଲାଣ୍ଡ ଅଭିମୁଖେ ଯାତ୍ରା ଆରମ୍ଭ କରିଛି

ଭୁବନେଶ୍ୱର(କେନ୍ୟୁଜ୍): ଭାରତୀୟ ମହିଳା ଭଲିବଲ୍‍ ଦଳକୁ ଭାରତୀୟ ଭଲିବଲ୍‍ ସଂଘର ସଭାପତି, କନ୍ଧମାଳ ସାଂସଦ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସମ୍ବର୍ଦ୍ଧିତ କରିଛନ୍ତି। ଥାଇଲାଣ୍ଡରେ ଜୁନ୍‍ ୬ରୁ ୧୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ୧୮ ବର୍ଷରୁ କମ୍‍ ୧୪ତମ ଏସିଆ…