କୋଲକାତାରେ ଭୂକମ୍ପ ଝଟକା, ତୀବ୍ରତା ୫.୪
କୋଲକାତା : ଆଜି ପଶ୍ଚିମବଙ୍ଗର କୋଲକାତାରେ ଭୂକମ୍ପ ଅନୁଭୂତ ହୋଇଛି । ଯାହାର ତୀବ୍ରତା ୫.୪ ଥିବା ସୂଚନା ମିଳିଛି । କୋଲାକାତା ସମେତ ଅନ୍ୟାନ୍ୟ ଆଖପାଖ ଅଞ୍ଚଳରେ ମଧ୍ୟ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଏହି ଭୂକମ୍ପ ଦ୍ବିପହର ୧ଟା ୨୦ ମିନିଟ୍ ସମୟରେ ଅନୁଭୂତ ହୋଇଥିବା ଜଣାପଡିଛି । ଭୂକମ୍ପର…