ମାଛକୁଣ୍ଡ ପୋଲିସ୍ ଦ୍ବାରା ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
କୋରାପୁଟ(କେନ୍ଯୁଜ୍): କୋରାପୁଟ ଜିଲ୍ଲା ଲମତାପୁଟ ଓ ମାଛକୁଣ୍ଡ ପୋଲିସ ଦ୍ବାରା ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ । ଏହା ସହିତ ଗଞ୍ଜେଇ ବୋଝେଇ ଏକ ବୋଲେରୋ ଗାଡି ମଧ୍ଯ ଜବତ କରାଯାଇଛି।
ପୋଲିସକୁ ଚକମା ଦେଇ ଡ୍ରାଇଭର ସହ ମାଫିଆ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ସୂଚନା ମୁତାବକ, ସଗର ଛକ…