Browsing Tag

koraput strike

୮ ଦଫା ଦାବିରେ କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବନ୍ଦ

କୋରାପୁଟ (କେନ୍ଯୁଜ୍) : ୮ ଦଫା ଦାବି ନେଇ କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବନ୍ଦ । ଫଳରେ ଦୋକାନ ବଜାର ବନ୍ଦ ରହିବା ସହ ଗାଡି ଚଳାଚଳ ଠପ୍ ହୋଇଯାଇଛି। କୌଣସି ଅପ୍ରୀତିକର ପରିସ୍ଥିତିକୁ ଦୃଷ୍ଟିରେ ରଖି ପୋଲିସ ମୁତୟନ କରାଯାଇଛି। ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀର ୪ଟି ବ୍ଲକକୁ ନେଇ ସବଡିଭିଜନ ଓ…