ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ଆଜି କୃଷ୍ଣ-ବଳରାମ ବେଶ ହେବେ ଶ୍ରୀଜିଉ
ପୁରୀ (କେନ୍ୟୁଜ): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ । ଭାଦ୍ରବ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥିରେ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ ଅନୁଷ୍ଠିତ ହେବ । ଏହି ବେଶରେ ମହାପ୍ରଭୁ ଜଗନ୍ନାଥଙ୍କୁ କୃଷ୍ଣ ଓ ବଳଭଦ୍ରଙ୍କୁ ବଳରାମ ରୂପରେ ସୁସଜ୍ଜିତ କରାଯିବ । ଦେବୀ ସୁଭଦ୍ରା…