Browsing Tag

kuhudi

ଆଜି ସକାଳୁ ଘନ କୁହୁଡ଼ିରେ ଆଚ୍ଛାଦିତ ହୋଇରହିଥିଲା ଦ୍ୱୈତନଗରୀ ଭୁବନେଶ୍ୱର ଓ କଟକ

ଭୁବନେଶ୍ୱର: ଟ୍ଵିନସିଟିରେ କୁହୁଡ଼ିର ଚାଦର। ଘନ କୁହୁଡ଼ିରେ ଆଚ୍ଛାଦିତ ହୋଇରହିଥିଲା ଦ୍ୱୈତନଗରୀ ଭୁବନେଶ୍ୱର ଓ କଟକ। କୁହୁଡ଼ିର ବହଳିଆ ଆସ୍ତରଣ ଯୋଗୁଁ ଜାତୀୟ ରାଜପଥରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଦୃଶ୍ୟମାନ କ୍ଷମତା କମିଆସିଥିବାରୁ ଅନେକ ସ୍ଥାନରେ ରାସ୍ତାରେ ୨୦ମିଟର ଦୂରରୁ…