କିଭ୍ରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୟୁକ୍ରେନ ଗୃହମନ୍ତ୍ରୀଙ୍କ ସହିତ ୧୮ ମୃତ
କିଭ୍ରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ। ଏହି ଘଟଣାରେ ଅତିକମରେ ୧୮ ଜଣ ଲୋକଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ୟୁକ୍ରେନର ଗୃହମନ୍ତ୍ରୀ ଡେନିସ ମୋନାଷ୍ଟିର୍କିଙ୍କ ମୃତ୍ୟୁ ହୋଇଛି । ରିପୋର୍ଟ ମୁତାବକ, ଦୁର୍ଘଟଣାରେ ମନ୍ତ୍ରୀଙ୍କ ସମେତ ଅନ୍ୟ ଜଣେ ଅଧିକାରୀଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ…