Browsing Tag

LAccMI bus

ମୋ ବସ୍ ଭଳି ସରକାରଙ୍କ ଲକ୍ଷ୍ମୀ ବସ୍ ଯୋଜନା, ରାଜ୍ୟର ୬ ଟି ଜିଲ୍ଲାରେ ଗଡିବ

ଭୁବନେଶ୍ୱର (କେନ୍ୟୁଜ):  ମୋ ବସ୍ ଭଳି  ଆସୁଛି ସରକାରଙ୍କ ଲକ୍ଷ୍ମୀ ବସ୍ ଯୋଜନା । ରାଜ୍ୟର ୬ ଟି ଜିଲ୍ଲାରେ ଚାଲିବ ଲକ୍ଷ୍ମୀ ବସ୍। ଆଦିବାସୀ ଅଧ୍ୟୁଷିତ ଓ ମାଓ ଉପଦ୍ରୁତ ଅଞ୍ଚଳରେ ଏହି ବସ୍ ଚାଲିବ ।  ଗଜପତି, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡାରେ ଚାଲିବ ଏହି…