Browsing Tag

lalkrushna advani

ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲ କୃଷ୍ଣ ଆଡଭାନୀ ୧୪ ଦିନ ପରେ ହସ୍ପିଟାଲରୁ ଡିସଚାର୍ଜ

୧୪ ଦିନ ପରେ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ଭାରତର ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଲାଲ କୃଷ୍ଣ ଆଡଭାନୀ । ଗତ କିଛି ଦିନ ହେବ ସେ ଅସୁସ୍ଥ ହୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । ଡିସେମ୍ବର ୧୨ରେ ତାଙ୍କୁ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ…

ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ଆଇସିୟୁରେ ଭର୍ତ୍ତି, ଅବସ୍ଥା ସ୍ଥିର

ଭାରତର ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି । ତାଙ୍କ ଅବସ୍ଥା ସ୍ଥିର ରହିଛି ବୋଲି ହସପିଟାଲରେ ବରିଷ୍ଠ ଡାକ୍ତର ବିନୀତ ସୁରୀ କରିଛନ୍ତି । ତେବେ କେଉଁ କାରଣ ଯୋଗୁଁ ଆଇସିୟୁରେ ଭର୍ତ୍ତି କରାଯାଇଛି ତାହା ଏପର୍ଯ୍ୟନ୍ତ…

ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ ରୁଟିନ୍ ଚେକଅପ୍ ପାଇଁ ହସ୍ପିଟାଲରେ ଭର୍ତ୍ତି

ଭାରତର ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ତଥା ବିଜେପିର ଭେଟେରାନ୍ ନେତା ଲାଲ କୃଷ୍ଣ ଆଡଭାନୀଙ୍କୁ ରୁଟିନ୍ ଚେକଅପ୍ ପାଇଁ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ସେ ଡାକ୍ତରଙ୍କ ତତ୍ତ୍ୱାବଧାନରେ ଅଛନ୍ତି ଏବଂ ତାଙ୍କ ସ୍ୱାସ୍ଥ୍ୟ ସ୍ଥିର ଥିବା କୁହାଯାଉଛି । ଗତ ଦୁଇ…